0 Comment
ବୌଦ୍ଧ : ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଦପଲା ଗ୍ରାମଠାରେ ପୋଲିସ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ । ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ପୁଲିସ ବଲାଙ୍ଗିର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତିକରାଯାଇଛି । ମନମୁଣ୍ଡା ଥାନାର ଏଏସ୍ଆଇ କୁମୁଦ ଭୋଇ ବୁଧବାର ଥାନାର ୧୧୨ ସହାୟତା ଗାଡି ଦାୟିତ୍ୱରେ ରହିଥିଲେ। ରାତିରେ ଏକ ସୂଚନା ପାଇ କୁମୁଦ ଭୋଇ ଅନ୍ୟ କର୍ମଚାରୀଙ୍କ ସହ ୧୧୨ ଗାଡିରେ ଦପଲା ଗ୍ରାମକୁ ଯାଇଥିଲେ। ଗାଁ ସ୍କୁଲ... Read More