0 Comment
ଭୁବନେଶ୍ୱର : ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲାକୁ ଦ୍ୱିତୀୟ ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ରାଷ୍ଟ୍ରପତି ସୋମବାର ନୂଆଦିଲ୍ଲୀରୁ ବିମାନ ଯୋଗେ ବାହାରି ପ୍ରଥମେ ପଶ୍ଚିମବଙ୍ଗ କଲେଇକୁଣ୍ଡା ବାୟୁସେନା ବିମାନଘାଟିରେ ଅବତରଣ କରିବେ । ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପଟରରେ ଦିନ ୧୧ଟାରେ ବାରିପଦାରେ ଓହ୍ଲାଇବେ । ସେଠାରୁ ସହିଦ ସ୍ମୃତି ଭବନ ଯାଇ ୩୬ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ... Read More