0 Comment
ଭୁବନେଶ୍ୱର : କାଲିଠୁ ପୁଣି ଭିଜିବ ଓଡ଼ିଶା। ୧୯ରେ ବଢିବ ପରିମାଣ। ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ରାଜ୍ୟଠାରୁ ଦୂରରେ ରହିଥିବାରୁ ରାଜ୍ୟରେ ବର୍ଷା ବିସ୍ତୃତି କମିଛି। କାଲିଠୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ... Read More