0 Comment
ଭୁବନେଶ୍ୱର : ଆସୁଛି ବଡ଼ ବର୍ଷା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ । ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୂଚନା ଅନୁଯାୟୀ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ଅର୍ଥାତ ୧୫... Read More