0 Comment
ଭୁବନେଶ୍ୱର – ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଦିଗରେ ଓଡ଼ିଶା ସରକାରଙ୍କ ଅନନ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ )ଅଭୂତପୂର୍ବ ସଫଳତା ହାସଲ କରିଛି । ଏହି ଯୋଜନାରେ ସହଭାଗୀ ହସ୍ପିଟାଲଙ୍କ ସଂଖ୍ୟା ଏବଂ ଚିକିତ୍ସା ବାବଦ ବିନିଯୋଗ ଅର୍ଥରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟସେବା ପ୍ରତିଶ୍ରୁତି ସୋସାଇଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ଡି. ବୃନ୍ଦାଙ୍କ ଆଭ୍ୟନ୍ତରୀଣ ସମୀକ୍ଷା ବୈଠକରୁ ଏହା ଜଣାପଡିଛି । ସୋସାଇଟିର ସଭାଗୃହଠାରେ ଅନୁଷ୍ଠିତ ଏହି ବୈଠକରେ ଯୁଗ୍ମ... Read More