0 Comment
ରାଉରକେଲା : ରାଉରକେଲାରେ ହଇଜା ନିୟନ୍ତ୍ରଣ ପାଇଁ ଆକ୍ସନ ପ୍ଲାନ। ଦୁଇ ତିନି ଦିନରେ ନିୟନ୍ତ୍ରଣ ହେବ ସଂକ୍ରମଣ । ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ଆଉ ବୃଦ୍ଧି ପାଉନାହିଁ। ପରିସ୍ଥିତି ଏବେ ନିୟନ୍ତ୍ରଣକୁ ଆସୁଛି। ରାଉରକେଲାରେ ବ୍ୟାପିଥିବା ହଇଜା ସଂକ୍ରମଣ ସ୍ଥିତିର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଓ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ଆସନ୍ତା ୨ରୁ ୩ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ସଂପୂର୍ଣ୍ଣ କମିବା ଆଶା ରହିଥିବା କହିଛନ୍ତି ସ୍ବାସ୍ଥ୍ୟ ସଚିବ ଶାଳିନୀ... Read More