0 Comment
କେନ୍ଦୁଝର,୦୭/୦୯ କେନ୍ଦୁଝର ଜିଲାର ବିଭିନ୍ନ ସ୍କୁଲରେ ମଧ୍ୟାହ୍ନ ଭୋଜନ ରୋଷେଇ କରୁଥିବା, ପାଚିକା ମାନେ ଆଜି କେନ୍ଦୁଝର ସଦର ବ୍ଲକ ଶିକ୍ଷା ଅଧିକାରୀଙ୍କ ଜରିଆରେ ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ଏକ ନଅ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିବା ସହ ଜିଲା ସମଗ୍ରଶିକ୍ଷା ଅଭିଯାନ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଜିଲାର ବିଭିନ୍ନ ବିଦ୍ୟାଳୟ ମାନଙ୍କରେ ମଧ୍ୟାହ୍ନ ଭୋଜନ ରୋଷେଇ କରୁଥିବା ଏହି ପାଚିକା ମାନେ ଦୀର୍ଘ ୨୦ ବର୍ଷରୁ ଅଧିକ... Read More