0 Comment
ସୁନ୍ଦରଗଡ଼ : ସୁନ୍ଦରଗଡ ଜିଲ୍ଲାରେ ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଜିଲ୍ଲାରେ ଆଉ ତିନି ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ପରୀକ୍ଷା ପାଇଁ ପଠାଯାଇଥିବା ନମୁନା ମଧ୍ୟରୁ ୩ଟି ପଜିଟିଭ ଆସିଛି । ଏହା ପୂର୍ବରୁ ଶନିବାର ହୋଇଥିବା ନମୁନା ପରୀକ୍ଷାରେ ୧୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ୧୮୩ରେ ପହଞ୍ଚିଛି । ବିଲ ଓ ଗହଳିଆ ବୁଦ୍ଧିରେ ରହୁଥିବା ଲାର୍ଭା ମାଇଟ୍ସ ନାମକ... Read More