0 Comment
ଖଲ୍ଲିକୋଟ : ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣସରଣପୁର ଗାଁରେ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବୁଧବାର ରାତିରେ ବିଜେଡି ଓ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ବିଜେପିର ୪ ଜଣ କର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତରଙ୍କୁ ତୁରନ୍ତ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଗୁରୁତରଙ୍କ ମୃତ୍ୟୁକୁ ନେଇ ଥାନା ଆଗରେ... Read More