0 Comment
ନୂଆଦିଲ୍ଲୀ : ଜେଇଇ ଆଡଭାନସଡ ଫଳ ପ୍ରକାଶ ପାଇଛି। ହାଇଦ୍ରାବାଦ ଜୋନର ଭିସି ରେଡ୍ଡୀ ୩୬୦ରୁ ୩୪୧ ମାର୍କ ରଖି ଟପ୍ପର ହୋଇଛନ୍ତି। ହାଇଦ୍ରାବାଦ ଜୋନ୍ ର ହିଁ ନାୟକାନ୍ତି ନାଗା ଭବ୍ୟା ଛାତ୍ରୀଙ୍କ ମଧ୍ୟରେ ଟପ୍ପର ହୋଇଛନ୍ତି । ତାଙ୍କର ସାମଗ୍ରିକ ଅଲ୍ ଇଣ୍ଡିଆ ରାଙ୍କ୍ ହେଉଛି ୫୬ ଓ ସେ ୨୯୮ ମାର୍କ ରଖିଛନ୍ତି । ଏ ବର୍ଷ ମୋଟ ୧୧୮୦୩୭୨ ଛାତ୍ରଛାତ୍ରୀ ଜେଇଇ ଆଡଭାନସଡ୍ ପେପର -୧ ଓ ପେପର -୨ ପରୀକ୍ଷା... Read More