0 Comment
ଭୁବନେଶ୍ୱର : ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଅଗଷ୍ଟ ୨୬ ତାରିଖ ଅପରାହ୍ନ ସୁଦ୍ଧା ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ସମ୍ଭାବନା ରହିଛି । ୧୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି... Read More