0 Comment
ଭୁବନେଶ୍ୱର : ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ବରଖାସ୍ତ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ବିରୋଧରେ ୫ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ ବିଭାଗ। ଭାରତ ସରକାରଙ୍କ ପକ୍ଷରୁ ଅନୁମତି ମିଳିବା ପରେ ବରଖାସ୍ତ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକଙ୍କ ବିରୋଧରେ ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ । ଅଭୟକାନ୍ତଙ୍କ ପୁଅ ଆକାଶଙ୍କ ବିରୋଧରେ ବି ଚାର୍ଜସିଟ୍ ଦାଖଲ କରାଯାଇଛି। ସରକାରୀ... Read More