0 Comment
ଭୁବନେଶ୍ବର : ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ସମୟସୀମା ବୃଦ୍ଧି କରାଯାଇଛି । ଆଜି ଆବେଦନର ଥିଲା ଶେଷ ତାରିଖ। କିନ୍ତୁ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ରଖାଯାଇଛି। ଗୋପବନ୍ଧୁ କର୍ମଜୀବି ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା ୨୦୨୩- ୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯୋଜନାରେ ସଂଯୋଗୀକରଣ ପାଇଁ ଇଛୁକ ସାମ୍ବାଦିକ କୌଣସି ସ୍ୱୀକୃତିପ୍ରାପ୍ତ ମୁଦ୍ରିତ କିମ୍ବା ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ଆବଶ୍ୟକ ବୋଲି ରାଜ୍ୟ ସୂଚନା ଓ... Read More