0 Comment
ଫୁଲବାଣୀ : କନ୍ଧମାଳ ଜିଲା ଫିରିଙ୍ଗିଆରେ ଥାନା ପୋଡି ଓ ଭଙ୍ଗାରୁଜା ଘଟଣାରେ ଏ ପର୍ଯ୍ୟନ୍ତ ୧୯ ଜଣଙ୍କୁ ଗିରଫ କରାଯାଇଛି। ୫୦ରୁ ଅଧିକ ଲୋକଙ୍କ ନାଁରେ ମାମଲା ରୁଜୁ ହୋଇଛି । ଫିରିଙ୍ଗିଆ ଥାନା ପୋଲିସର ଗଞ୍ଜେଇ କାରବାରକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ଥାନା ପୋଡି ଓ ଭଙ୍ଗାରୁଜାରେ ସଂପୃକ୍ତ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜୋରଦାର ପ୍ରୟାସ ଜାରି ରଖିଛି । ଗଞ୍ଜେଇ ଚାଲାଣ ଅଭିଯୋଗ... Read More