0 Comment
ନୂଆଦିଲ୍ଲୀ: ମୋଦୀ ସରନେମ୍ ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ବଡ଼ ଆଶ୍ବସ୍ତି । ସୁପ୍ରିମକୋର୍ଟ ଏହି ମାମଲାରେ ରାହୁଲଙ୍କ ବିରୋଧରେ ଦଣ୍ଡାଦେଶ ଉପରେ ଅନ୍ତରୀଣ ରୋକ୍ ଲଗାଇଛନ୍ତି । ଗୁଜରାଟ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୁପ୍ରିମକୋର୍ଟର ଦ୍ବାରସ୍ଥ ହୋଇଥିଲେ। ଅପରାଧିକ ମାନହାନି ମାମଲାରେ ରାହୁଲଙ୍କ ସଜା ରଦ୍ଦ କରିବାକୁ ହାଇକୋର୍ଟ ମନା କରିଦେଇଥିଲେ। ସୁପ୍ରିମକୋର୍ଟ ଆଜି ରାହୁଲଙ୍କ ଆବେଦନ ଶୁଣାଣି କରି କହିଛନ୍ତି ଯେ ଯେପର୍ଯ୍ୟନ୍ତ ଏହି ମାମଲା ବିଚାରାଧୀନ... Read More