0 Comment
ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଅଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ୱେଲ୍ ମାର୍କଡ ଲୋ ପ୍ରେସର ଏବେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ରହିଛି । ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ରାଜ୍ୟରେ ବର୍ଷା ହେବ । ଆଜି ଦକ୍ଷିଣ ଓ଼ଡ଼ିଶାରେ... Read More