0 Comment
ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆଜିଠୁ ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି । ଆଜିଠୁ ଆସନ୍ତକାଲି ସକାଳ ଯାଏଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ଓ ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ,... Read More