0 Comment
ଭୁବନେଶ୍ବର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପାଇଁ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତି ଜୁଲାଇ ୨୫ରୁ ୨୭ ଯାଏଁ ଓଡ଼ିଶାରେ ରହିବେ। ସେ ବିଭିନ୍ନ ସ୍ଥାନରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପୂର୍ବରୁ ବ୍ଲୁ ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରୁଟ୍ ଲାଇନ, କାରକେଡ, ଟ୍ରାଫିକ ଓ ପାର୍କିଂ ପାଇଁ ବ୍ୟବସ୍ଥା ହୋଇଥିବା ଡିସିପି ପ୍ରତୀକ ସିଂ କହିଛନ୍ତି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୬... Read More