0 Comment
କେନ୍ଦୁଝର, କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍ର ତାଳପଦା ଅଞ୍ଚଳରେ ଛାତ୍ରୀଛାତ୍ର ପାଠ ପାଇଁ ଜୀବନକୁ ବାଜିରେ ଲଗାଉଛନ୍ତି। ପ୍ରତ୍ୟହ ସମାକୋଇ ନଦୀ ପାର ହୋଇ ତାଳପଦା ସ୍କୁଲକୁ ଯାଉଛନ୍ତି। ଅଭିଭାବକ ସ୍କୁଲ ଯିବା ଓ ଛୁଟି ସମୟରେ ଅପେକ୍ଷା କରି ପାର କରୁଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ତେଲକୋଇ ବ୍ଲକ୍ର ତାଳପଦା ପଞ୍ଚାୟତ ଆଦିବାସୀ ବହୁଳ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଗମନାଗମନର ବହୁ ସମସ୍ୟା ଲାଗିରହିଛି। ରାସ୍ତା ସୁବିଧା ନ ଥିବାରୁ ସ୍କୁଲ ଯିବା... Read More