0 Comment
ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଅଛି ଲଘୁଚାପ । ରାଜ୍ୟରେ ଜାରି ରହିଛି ବର୍ଷା । କେଉଁଠି ମୂଷଳଧାରାରେ ବର୍ଷୁଛି ତ ଆଉ କେଉଁଠି ପ୍ରବଳ । ଆଗକୁ ଆହୁରି ବର୍ଷିବ । ୨୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ୨୬ରୁ ବିସ୍ୃତ ଅଞ୍ଚଳରେ ଭାରୀ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ... Read More