0 Comment
ନୂଆଦିଲ୍ଲୀ : ଆଜିଠୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ଏହି ଅଧିବେଶନରେ ସଂସଦର ଉଭୟ ଗୃହରେ ମୁଖ୍ୟତଃ ୯ଟି ପ୍ରସଙ୍ଗ ଉଠାଇବା ପାଇଁ ବିଜେଡି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ରାଜ୍ୟସଭା ସଦସ୍ୟ ଡକ୍ଟର ସସ୍ମିତ ପାତ୍ର ଏହି ସୂଚନା ଦେଇଛନ୍ତି। ମହିଳା ସଂରକ୍ଷଣ ବିଲ୍, ସ୍ବତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦାବି ଏବଂ ପିଏମଜିକେଏଓ୍ବାଇରେ ୭ ଲକ୍ଷ ଲୋକଙ୍କ ପାଇଁ ଘର ଏବଂ ପିଏମଏଓ୍ବାଇରେ ୫ କେଜି ଚାଉଳ ପୁଣି ଦେବାକୁ ଦାବି... Read More