0 Comment
ନୂଆଦିଲ୍ଲୀ: ‘ମୋଦୀ ସରନେମ୍’ ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଜୁଲାଇ ୨୧ରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବେ। ଗୁଜରାଟର ସୁରଟର ଏକ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଏହି ମାମଲାରେ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ । ତେବେ ରାହୁଲ ଗାନ୍ଧୀଙ୍କୁ ତୁରନ୍ତ ଜାମିନ ପ୍ରଦାନ କରାଯାଇଥିଲା। କିନ୍ତୁ ଦୋଷୀ ସାବ୍ୟସ୍ତ ହୋଇଥିବାରୁ ରାହୁଲ ଗାନ୍ଧୀ ତାଙ୍କ ସାଂସଦ... Read More