0 Comment
ଭୁବନେଶ୍ୱର : ଏ ଯାଏଁ ରାଜ୍ୟର ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ଯେ, ୧୭ଟି ଜିଲାରେ ନିଅଣ୍ଟିଆ ଓ ୧୦ ଜିଲାରେ ସ୍ୱାଭାବିକ ବର୍ଷା ହୋଇଛି। ଜୁନ୍ ପହିଲାରୁ ଆଜି ସୁଦ୍ଧା ୧୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। କଳାହାଣ୍ଡି ଜିଲାରେ ୬୪ ପ୍ରତିଶତ ସହ ଅତ୍ୟଧିକ ନିଅଣ୍ଟିଆ ବର୍ଷା ହୋଇଛି । ଅନୁଗୁଳ, ବରଗଡ଼, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, ଭଦ୍ରକ, ସୁନ୍ଦରଗଡ଼, କୋରାପୁଟ, ନୂଆପଡ଼ା, ସମ୍ବଲପୁରରେ... Read More