0 Comment
ଭୁବନେଶ୍ବର: ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ ଏବଂ ଏଥିପାଇଁ ୧୮ କୋଟି ୯୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ନିର୍ଦ୍ଧାରିତ ସମୟରେ କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ବ୍ରହ୍ମପୁରର ଆରାଧ୍ୟ ଦେବୀ ମା ବୁଢୀ ଠାକୁରାଣୀ କେବଳ ଗଞ୍ଜାମ ବା ଓଡିଶା ନୁହେଁ, ପଡୋଶୀ... Read More