0 Comment
ଭୁବନେଶ୍ୱର : ଟିଟିଲାଗଡରୁ ଦୁଇ ନିଖୋଜ ନାବାଳକଙ୍କୁ ନେଇ ଆସୁଥିବା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦଶପଲ୍ଲା ବାଣୀଗୋଛା ମୁଖ୍ୟ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଆହତଙ୍କୁ ନିକଟସ୍ଥ ମେଡିକାଲ୍ ନିଆଯାଇଥିବା ସୂଚନା ମିଳିଛ। ସେଠାରେ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ବର ଅଣାଯାଉଛି। ଗତକାଲି ଭୁବନେଶ୍ୱରରୁ ନିଖୋଜ ହୋଇଥିବା ଦୁଇ ନାବାଳକ ଛାତ୍ର ଟିଟିଲାଗଡରୁ ଠାବ ହୋଇଥିଲେ । ଏହି ଦୁଇ ଛାତ୍ର ରାଜଧାନୀର ଏକ ଘରୋଇ ସ୍କୁଲର । ଛାତ୍ର ନିଖୋଜ ହୋଇଥିବା ନେଇ... Read More