0 Comment
ନୂଆପଡ଼ା : ଓଡ଼ିଶା-ଛତିଶଗଡ଼ ରାଜ୍ୟ ସୀମାନ୍ତ ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝୋଲାପଡ଼ା ନିକଟରୁ ଏହି ମାଓ କ୍ୟାମ୍ପ ଠାବ ହୋଇଛି । ଘଟଣାସ୍ଥଳରୁ ପୋଲିସ ହାତ ତିଆରି ଗ୍ରେନେଡ ସହ ବିପୁଳ ମାଓ ସାମଗ୍ରୀ ଜବତ କରିଛି । ଏନେଇ ଏସପି ଜିଆର ରାଘବେନ୍ଦ୍ର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସୂଚନାନୁଯାୟୀ , ଛତିଶଗଡ଼ ସୀମାନ୍ତ ସିନାପାଲି ଥାନା ଅନ୍ତର୍ଗତ ପାଟଦରା ସଂରକ୍ଷିତ ଜଙ୍ଗଲ ଝୋଲାପଡା ଗାଁ ନିକଟରେ ମାଓବାଦୀମାନେ ଲୁଚି ରହିଥିବା ପୁଲିସକୁ... Read More