0 Comment
ଭୁବନେଶ୍ବର: ଗତ ରାତିରେ କେଉଁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ... Read More