0 Comment
ଅନୁଗୁଳ : ଆଜିଠୁ ୨୭ ପର୍ଯ୍ୟନ୍ତ ଅନୁଗୁଳ ଓ ଢେଙ୍କାନାଳର ବିଭିନ୍ନ ସ୍ଥାନ ଗସ୍ତ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୪ଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ମୋଦି ସରକାରଙ୍କ ସେବା, ସୁଶାସନ ଏବଂ ଗରିବ କଲ୍ୟାଣର ୯ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର ପ୍ରଧାନ । ଶନିବାର ଅନୁଗୁଳର ତାଳଚେରଠାରେ ଗରିବ କଲ୍ୟାଣ ସମାବେଶରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ । ରବିବାର ନାଲକୋନଗର ଠାରେ ଡକ୍ଟର ବି.ଆର... Read More