0 Comment
ସମ୍ବଲପୁର: ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ରେ ଥିବା ଏସଏସଏ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଅଜାମ୍ବର ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଆଞ୍ଚଳିକ ପରିବହନ ଅଧିକାରୀ ରାମଦାସ ଟୁଡୁ, ମ୍ୟାନେଜର (ଟେକ) ନିତିନ କୁମାର ଗୁପ୍ତା, ଏସ.ଇ ରାସ୍ତା ଏବଂ କୋଠା ବାଡ଼ି ଅଶୋକ କୁମାର ଲେଙ୍କା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମୁରଲି ଧର ବେହେରା, ଜୁନିୟର... Read More