0 Comment
କେନ୍ଦୁଝର, କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳରେ ପୁଣି ଆଜି ସକାଳୁ ହାତୀ ଆକ୍ରମଣରେ ୩ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।ମିଳିଥିବା ସୂଚନା ଅନୁସାରେ, ଆଜି ସକାଳୁ ଶ୍ରମିକମାନେ ଗୋପିନାଥପୁର କେନ୍ଦୁପତ୍ର ଫଡିକୁ କାମ କରିବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଯାଇଥିଲେ। କୁଣ୍ଢେଇହତା ଗ୍ରାମ ନିକଟରେ ସେମାନଙ୍କୁ ହାତୀ ଆକ୍ରମଣ କରିବା ଯୋଗୁଁ ୩ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସାଲାଗି... Read More