0 Comment
ପୁରୀ : ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ସକାଳ ୮ଟାରୁ ଏକ ଘଣ୍ଟା ଧରି ପରିମାଣିକ ଟିକେଟ ଦର୍ଶନ ହେବ। ୯ ଟାରୁ ଦୁଇ ଘଣ୍ଟା ଧରି ସର୍ବସାଧାରଣ ବା ସାହାଣମେଲା ଦର୍ଶନ ହେବ। ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଦେଇ ପରିମାଣିକ ଟିକେଟ ଦର୍ଶନ ପାଇଁ ଭକ୍ତ ଯିବେ। ସର୍ବସାଧାରଣ ବା ସାହାଣମେଲା ଦର୍ଶନରେ ଭକ୍ତ ସିଂହଦ୍ୱାର ଦେଇ ପ୍ରବେଶ କରି ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ପୂର୍ବାହ୍ନ ୧୧ଟା ପରେ... Read More