0 Comment
ଭୁବନେଶ୍ୱର : ସ୍କୁଲ ଖରାଛୁଟି ଅବଧି ଆଉ ଦୁଇଦିନ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସ୍କୁଲ ଏବେ ୧୯ ତାରିଖ ପରିବର୍ତ୍ତେ ୨୧ ତାରିଖରେ ଖୋଲିବ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୧ ତାରିଖରୁ ଆଗୁଆ ସ୍କୁଲ ଖରାଛୁଟି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ... Read More