0 Comment
ଅହମ୍ମଦାବାଦ: ବାତ୍ୟା ‘ବିପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟାରେ ଗୁଜରାଟର ଜଖୌ ବନ୍ଦର ନିକଟରେ ଲ୍ୟାଣ୍ଡଫଲ କରିଛି। ଲ୍ୟାଣ୍ଡଫଲ ପ୍ରକ୍ରିୟା ମଧ୍ୟରାତ୍ର ପର୍ଯ୍ୟନ୍ତ ଚାଲିଥିଲା । ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିଥିଲା। ଝଟକା ପବନ ଘଣ୍ଟା ପ୍ରତି ୧୪୦ କିଲୋମିଟର ରହିଥିଲା। ବାତ୍ୟାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଅତିକମରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ଲ୍ୟାଣ୍ଡଫଲ କରିବା ପରେ ‘ବିପର୍ଯ୍ୟୟ’ ଦୁର୍ବଳ ହୋଇ ରାଜସ୍ଥାନ... Read More