0 Comment
ଭୁବନେଶ୍ୱର : ଆସନ୍ତା ୨୨ ତାରିଖରେ ଓଡ଼ିଶା ଛୁଇଁବ ମୌସୁମୀ । ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ମୌସୁମୀ ଅଗ୍ରସର ନେଇ ଅନୁକୂଳ ହୋଇଛି ପାଗ । ତେବେ ୧୮ରୁ ପ୍ରାକ୍ ମୌସୁମୀ ବର୍ଷା ପ୍ରଭାବରେ ଉପକୂଳରେ ତାତି କମିଲେ ମଧ୍ୟ ପଶ୍ଚିମ ଓଡ଼ିଶାରେ ତାତି କମିବ ନାହିଁ । ୧୮ରୁ ୨୧ ଭିତରେ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ହେବ । ୨୧ ତାରିଖ... Read More