0 Comment
କେନ୍ଦୁଝର, ପ୍ରତିବର୍ଷ ପରି ଚଳିତ ବର୍ଷ ଜୁନ ୧୪ ରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି କେନ୍ଦୁଝର ଆନୁକୂଲ୍ୟ ରେ ବିଶ୍ବ ରକ୍ତଦାତା ଦିବସ ପାଳିତ ହୋଇ ଯାଇଛି । କେନ୍ଦୁଝର ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ରେଡକ୍ରସ ଯୁଗ୍ମ ସମ୍ପାଦକ ଶ୍ରୀ ଏ ଆର ଖାନ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସମାବେଶ ରେ ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ କିଶୋର କୁମାର ପୃଷ୍ଟି ମୁଖ୍ୟ ଅତିଥି ,ଜିଲ୍ଲା ଜରୁରୀକାଳିନ ଅଧିକାରିଣୀ... Read More