0 Comment
କଟକ : ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୨ ପରୀକ୍ଷା ଲାଗି ଇଣ୍ଟିଗ୍ରେଟେଡ୍ ବିଏଡ୍ ଏବଂ ଏମ୍ଏଡ୍ ଡିଗ୍ରୀଧାରୀଙ୍କୁ ସୁଯୋଗ ଦିଆଯାଇଛି । ପୂର୍ବରୁ ଉକ୍ତ ଡିଗ୍ରୀଧାରୀମାନେ ଓଟିଇଟି ଆବେଦନରୁ ବଞ୍ଚିତ ହୋଇଆସୁଥିଲେ । ତେବେ ଏମାନଙ୍କୁ ଓଟିଇଟି ପରୀକ୍ଷା ଦେବା ପାଇଁ ସୁଯୋଗ ଦେବା ଲାଗି ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବା ପରେ ଆସନ୍ତା ୨୩ ତାରିଖରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ହେବାକୁ ଥିବା ଓଟିଇଟି-୨୦୨୨କୁ ଜୁଲାଇ ୧ ତାରିଖକୁ... Read More