0 Comment
ବ୍ରହ୍ମଗିରି : ଶ୍ରୀଜିଉ ଅଣସର ପିଣ୍ଡିକୁ ବିଜେ କରିବା ପରେ ବ୍ରହ୍ମଗିରି ଠାରେ ଶ୍ରୀ ଅଲାରନାଥଙ୍କ ଅଣସର ଦର୍ଶନ ହୋଇଥାଏ । ଏବେ ଶ୍ରୀଜିଉଙ୍କ ଅଣସର ଦର୍ଶନ ଚାଲିଛି । ପ୍ରତ୍ୟେକ ଦିନ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । ଏହାରି ଭିତରେ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର ହୋଇଥିଲା । ହାଇକୋର୍ଟ ମାମଲାର ଶୁଣାଣି କରି ଶୃଙ୍ଖଳିତ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ଓ ଅଲାରନାଥଙ୍କ ମଧ୍ୟବର୍ତ୍ତୀକାଳୀନ... Read More