0 Comment
ଭୁବନେଶ୍ୱର: ରାୟଗଡା ଜିଲ୍ଲା ଗସ୍ତର ଦ୍ୱୀତିୟ ଦିନରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି କାଶିପୁର, ପଦ୍ମପୁର, ବିଷମକଟକ ଓ ଗୁଣୁପୁର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବିକାଶ କାମର ସମୀକ୍ଷା କରିବା ସହିତ ବିଭିନ୍ନ ଧାର୍ମିକ ପୀଠ ପରିଦର୍ଶନ କରିଥିଲେ ଏବଂ ସ୍ଥାନୀୟ ଲୋକଙ୍କ ସହିତ ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। କାଶିପୁର ଠାରେ ଶ୍ରୀ ପାଣ୍ଡିଆନ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ତାକୁ... Read More