0 Comment
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ରାୟଗଡା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ସହିତ ସେମାନଙ୍କ ସମସ୍ୟା ଦୂରୀକରଣ ପାଇଁ ପଦକ୍ଷେପ ନେଇଛନ୍ତି । ୫-ଟି ସଚିବ ଶ୍ରୀ ପାଣ୍ଡିଆନ ପ୍ରଥମେ ରାୟଗଡାସ୍ଥିତ ନବନିର୍ମିତ ବିଜୁ ପଟ୍ଟନାୟକ ଅଡିଟୋରିୟମ ପରିଦର୍ଶନ କରି ଥିଲେ ସେଠାରେ ସେ ଜିଲ୍ଲାର ବିଭିନ୍ନ କଲେଜ ଓ... Read More