0 Comment
ଭୁବନେଶ୍ୱର : ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ରାଜ୍ୟରେ ନିଯୁକ୍ତ ହେବେ ନୂଆ ଏଲୋପାଥି ମେଡିକାଲ ଅଫିସର। ଆଜି ୧୨୦୫ ଜଣ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନବନିଯୁକ୍ତ ଡାକ୍ତରଙ୍କୁ ଦିଆଯିବ ନିଯୁକ୍ତି ପତ୍ର । ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’- ମୁଖ୍ୟମନ୍ତ୍ରୀଙ୍କ ଏହି ମନ୍ତ୍ରକୁ ସାର୍ଥକ କରୁଛି ସ୍ବାସ୍ଥ୍ୟ ବିଭାଗ। ଗତ ୧୦ ବର୍ଷରେ ୮ଟି ସରକାରୀ ମେଡିକାଲ... Read More