0 Comment
କେନ୍ଦୁଝର, (ନିପ୍ର) କେନ୍ଦୁଝର ଜିଲ୍ଲା ସଦର ମହକୁମା କେନ୍ଦୁଝର ଅଡିଟୋରିୟମ୍ ଠାରେ ତା ୦୫.୦୬, ୨୦ ୨୩ରିଖ ସୋମବାର ଦିନ ଜିଲ୍ଲା ପରିବେଶ ସମିତି ଆନୁକୂଲ୍ୟରେ ଆୟୋଜିତ ବିଶ୍ୱ ପରିବେଶ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଯୁବ ସମାଜସେବୀ ସୁଦର୍ଶନ ସ୍ବାଇଁ ତଥା ଆଉ ୨ଜଣଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯିବା ସହ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଅନୁଷ୍ଠିତ ହୋଇଥିବା କୁଇଜ୍ ପ୍ରତିଯୋଗିତାର ୬ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।... Read More