0 Comment
ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ନିଯୁକ୍ତି ପର୍ବ । ଅଧ୍ଯାପକ, ଅଫିସର ଓ ଷ୍ଟାଫଙ୍କୁ ନିଯୁକ୍ତି ମିଳିଛି । ଆଜି ୧ ହଜାର ୧୫୨ ନୂଆ ଅଧ୍ଯାପକ, ଅଫିସର ଓ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ୯୭୭ ଅଧ୍ଯାପକ, ୮୭ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଫିସର, ୫୭ ସମବାୟ ସମିତି ନିରୀକ୍ଷକ, ସୂଚନା ଓ ଲୋକ ସଂପର୍କର ୩୧ ଜଣ ନବନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ନିଜ ନିଜ ଚାକିରି କ୍ଷେତ୍ରରେ ୫ଟି ଉପକ୍ରମରେ... Read More