0 Comment
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ସ୍ଥିତ ପ୍ରସିଦ୍ଧ ମହିମା ଗାଦି ପରିଦର୍ଶନ କରିଥିଲେ। ମହିମା ଧର୍ମର ଏହି ମହାନ ପୀଠ ଯୋରନ୍ଦା ଅଞ୍ଚଳ ତଥା ମହିମା ଗାଦିର ବିକାଶ, ସୌନ୍ଦର୍ଯ୍ୟକରଣ ଓ ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ ଅନେକ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ବିଷୟ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ମହିମା ଧର୍ମ ଉପରେ ନିଜର ଚିନ୍ତାଧାରା ପ୍ରକାଶ କରି ଶ୍ରୀ ପାଣ୍ଡିଆନ... Read More