0 Comment
ଜି. ଉଦୟଗିରି : କନ୍ଧମାଳ ଜିଲା କ.ନୂଆଗାଁ ଥାନା ଅନ୍ତର୍ଗତ ସିର୍ତ୍ତିଗୁଡା ଗ୍ରାମରେ ଅଭାବୀନୟ ଘଟଣା । ମାମୁଁ ଘରକୁ ବୁଲିବାକୁ ଆସି ପୋଖରୀରେ ବୁଡି ଛାତ୍ରଙ୍କ ମୃତ୍ୟୁ । ସୂଚନା ଯେ, କ.ନୂଆଗାଁ ଥାନା ଅନ୍ତର୍ଗତ ସିର୍ତ୍ତିଗୁଡା ଗ୍ରାମର ବିନୋଦ ପ୍ରଧାନଙ୍କ ୮ ବର୍ଷର ପୁଅ ଶୁଭଜିତ ପ୍ରଧାନଙ୍କର ପୋଖରୀରେ ବୁଡ଼ି ମୃତ୍ୟୁ ହୋଇଛି । ଶୁଭଜିତ ପ୍ରଧାନ ସିର୍ତ୍ତିଗୁଡା ପ୍ରାଥମିକ ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀରେ ପଢୁଥିଲେ । ସେ ଖରା ଛୁଟିରେ ମାମୁଁ ଘରକୁ... Read More