0 Comment
ଭୁବନେଶ୍ବର : ଏଣିକି ଗ୍ରାମାଞ୍ଚଳରେ ମଧ୍ୟ ଚାଲିବ ‘ମୋ ବସ୍’ । ବ୍ଲକରୁ ପ୍ରତି ପଞ୍ଚାୟତକୁ ଚାଲିବ ମୋ ବସ । ଲକ୍ଷ୍ମୀ ସ୍କିମରେ ଗ୍ରାମାଞ୍ଚଳରେ ପରିବହନ ସୁବିଧା ମିଳିବ । ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ ଟି ଜିଲ୍ଲା – କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି,କଳାହାଣ୍ଡି ଓ ଗଜପତି ଜିଲ୍ଲାର ବ୍ଲକରୁ ପ୍ରତି ପଞ୍ଚାୟତକୁ ଗଡିବ ମୋ ବସ୍ । ରାଜ୍ୟ ପରିବହନ ସଚିବ ଉଷା ପାଢ଼ୀ ଏହି ସୂଚନା ଦେଇଛନ୍ତି।... Read More