0 Comment
କେନ୍ଦୁଝର, ତା- ୨୩.୦୫.୨୦୨୩ (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଫଳ ନବମ ବର୍ଷ କାର୍ଯ୍ୟକାଳ ପୂର୍ତ୍ତି ଅବସରରେ ଆଜି ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ “ବିଶେଷ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ” ଅନୁଷ୍ଠିତ ହୋଇ ଯାଇଅଛି। ମୁଖ୍ୟ ଅତିଥି ଭାବେ ପୂର୍ବତନ ରାଜ୍ୟ ସଂପାଦକ ଛୋଟେଲାଲ ମହାନ୍ତ ଉପସ୍ଥିତ ହୋଇ ଶତାଧିକ କାର୍ଯ୍ୟକର୍ତ୍ତା ଙ୍କୁ ମାର୍ଗଦର୍ଶନ ଦେଇଥିଲେ। ଜିଲ୍ଲା ବିଜେପିର ସମସ୍ତ ରାଜ୍ଯ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ପଦାଧିକାରୀ,... Read More