0 Comment
ଭୁବନେଶ୍ୱର – ଭୁବନେଶ୍ୱରକୁ ଦିନିକିଆ ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି ବିଲ୍ ଗେଟ୍ସ। ଉଭୟଙ୍କ ମଧ୍ୟରେ ଆଲୋଚନାରେ ଓଡିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ , କୃଷି ଓ କୃଷକଙ୍କ ବିକାଶ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବସ୍ତି ପରିଚାଳନା ଓ ବିଭିନ୍ନ କ୍ଷେତ୍ରରେ ରୂପାନ୍ତରଣ ପ୍ରସଙ୍ଗ ସ୍ଥାନ ପାଇଥିଲା । ମୁଖ୍ୟମନ୍ତ୍ରୀ... Read More