0 Comment
ଭୁବନେଶ୍ବର : ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ସ୍ଥିତି ଜାରି ରହିଛି । ଲୋକେ ଅସ୍ତବ୍ୟସ୍ତ ହେଉଛନ୍ତି। ଆଜି ଅପରାହ୍ନ ଦିନ ୨ଟା ୩୦ମିନିଟ ସୁଦ୍ଧା ରାଜ୍ୟର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିଲା ବେଳେ ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୩.୬ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ସେହିପରି ଝାରସୁଗୁଡ଼ାରେ ୪୩.୪ ଓ ହୀରାକୁଦରେ ପାରା ୪୧.୬ ଡିଗ୍ରୀ ଛୁଇଁଛି। ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଏବେ ସାରା ରାଜ୍ୟରେ... Read More