0 Comment
ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ନେଇ ସଦ୍ୟତମ ଆକଳନ ଅନୁସାରେ କେନ୍ଦ୍ରୀୟ ବଙ୍ଗୋପସାଗର ମୁହାଁ ହେବ ବାତ୍ୟା । ଏହି ମାସ ୭ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ୮ତାରିଖରେ ଲଘୁଚାପ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାପରେ ବାତ୍ୟାର ରୂପ ନେବ ଅବପାତ । ବାତ୍ୟାର ରୂପ ନେବା ପରେ ଉତ୍ତର ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଯିବ । ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ... Read More