0 Comment
ଭୁବନେଶ୍ବର : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ। ଜଣେ ଶିକ୍ଷକଙ୍କର ବକେୟା ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଥିଲା ଭିଜିଲାନ୍ସ । ଏକ ବର୍ଷରୁ ଅଧିକ ସମୟ ଧରି ତାଙ୍କ ବକେୟା ଦରମା ପାଇବାକୁ ଅଭିଯୋଗକାରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଦୌଡୁଥିଲେ । ହେଲେ ସେଠାରେ କାର୍ଯ୍ୟରତ କନିଷ୍ଠ କିରାଣୀ... Read More